ପାଣିକୋଇଲି-ଯାଜପୁରରୋଡ ଜାତୀୟ ରାଜପଥର ଆଲିଆ ଛକ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ମୃତ ଓ ଜଣେ ଗୁରୁତର

କୋରେଇ, ୦୬/୧୧(ପଦ୍ମଲୋଚନ ନାୟକଙ୍କ ଠାରୁ): ଯାଜପୁର ଜିଲ୍ଲାର କୋରେଇ ଥାନା ଅର୍ନ୍ତଗତ ତଥା ପାଣିକୋଇଲି-ରାଜାମୁଣ୍ଡା ୨୧୫ନଂ. ଜାତୀୟ ରାଜପଥର ଆଲିଆ ଛକ ନିକଟରେ ଆଜି ଅପରାହ୍ନ ପ୍ରାୟ ୫ଟା ସମୟରେ ଏକ ଟ୍ରକ ସହ ମୋଟର ସାଇକେଲର ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଥିବାର ଜଣାଯାଇଛି । ଗୁରୁତର ଜଣଙ୍କୁ ପ୍ରଥମେ ୧୦୮ ଆମ୍‌ୁଲାନ୍ସ ଜରିଆରେ ଯାଜପୁରରୋଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଙ୍କୁ ଅଣାଯାଇଥିଲା । ସେଠାରେ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ୨ଜଣଙ୍କର ପରିଚୟ ମିଳି ନାହିଁ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close