କେନ୍ଦ୍ରାପଡ଼ା ସହରରେ ଉଜ୍ଜ୍ୱଳ ଆଲୋକୀକରଣ ବ୍ୟବସ୍ଥା ଭିଡିଓ କନ୍‌ଫରେନ୍ସି ଜରିଆରେ ଉଦ୍‌ଘାଟିତ

କେନ୍ଦ୍ରାପଡ଼ା, ୦୯/୧୦(ରାଜକିଶୋର ନାୟକଙ୍କ ଠାରୁ): କେନ୍ଦ୍ରାପଡ଼ା ସହରର ଗରାପୁର ପୂର୍ତ ବିଭାଗ ଡାକବଙ୍ଗଳା ଛକ ଠାରୁ ସାତଭଉଣୀ ଘାଟ ପର୍ଯ୍ୟନ୍ତ ରାସ୍ତାରେ ସର୍ବସାଧାରଣଙ୍କ ଯାତାୟତର ସୁବିଧା ନିମନ୍ତେ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା ଆଜି ଭିଡିଓ କନ୍‌ଫରେନ୍ସି ଜରିଆରେ ଉଦ୍‌ଘାଟିତ ହୋଇଯାଇଛି । କୋଭିଡ କଟକଣା ପାଇଁ କେନ୍ଦ୍ରାପଡ଼ା ସାଂସଦ ଓ ବିଧାୟକ ଭିଡିଓ କନ୍‌ଫରେନ୍ସି ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । ଏହି ଆଲୋକୀକରଣ ବ୍ୟବସ୍ଥା କେନ୍ଦ୍ରାପଡ଼ା ସାଂସଦଙ୍କ ଉନ୍ନୟନ ପାଣ୍ଠି ବିନିଯୋଗରେ ହୋଇଛି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close