ନୂତନ ଜିଲ୍ଲାପାଳଙ୍କ ଯୋଗଦାନ

ଯାଜପୁର, ତା ୦୨ା୦୨(ଉ.ନ୍ୟୁଜ ବ୍ୟୁରୋ): ଚଳିତ ମାସ ୩୦ ତାରିଖ ଅପରାହ୍ନରେ ରାଉରକେଲା ମହାନଗର ନିଗମ ଆୟୁକ୍ତ ଏବଂ ଅତିରିକ୍ତ ଦାୟିତ୍ୱରେ ଥିବା ରାଉରକେଲା ଅତିରିକ୍ତ ଜିଲ୍ଲାପାଳ, ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ, ରାଉରକେଲା ସ୍ମାର୍ଟ ସିଟି ଲିଃ. ଓ ସଚିବ, ରାଉରକେଲା ଉନ୍ନୟନ କର୍ତୃପକ୍ଷ ଡଃ ଶୁଭଙ୍କର ମହାପାତ୍ର, ଭା.ପ୍ର.ସେ., ଯାଜପୁରରେ ନୂତନ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଭାବେ ଯୋଗଦାନ କରିଚ୍ଥନ୍ତି । ସେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଦର୍ଶନ ସାରି ଜିଲ୍ଲା କାର୍ଯ୍ୟାଳୟରେ ପହଂଚିବା ସହ ଭାରପ୍ରାପ୍ତ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶୁଭେନ୍ଦ୍ର କୁମାର ସମାଲଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ । ନୂତନ ଜିଲ୍ଲାପାଳଙ୍କୁ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ସ୍ୱାଗତ କରିଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close