ଆଜି ଯାଜପୁରରେ ପହଚିଂବ ଅହିଂସା ରଥ; ବାଣ୍ଟିବ ଅହିଂସା ଓ ଦେଶପ୍ରେମର ବାର୍ତା

ଯାଜପୁର, ୧୯ା୯: ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିକୁ ସ୍ମରଣ ଊଦ୍ଦେଶ୍ୟରେ ସାରା ରାଜ୍ୟରେ ଗତ ୧୫ ଅଗଷ୍ଟରୁ ଅହିଂସା ରଥ ପରିକ୍ରମା କରୁଚ୍ଥି । ଏହି କ୍ରମରେ ମଙ୍ଗଳବାର ପୂର୍ବାହ୍ନରେ ୨ ଗୋଟି ଅହିଂସା ରଥ ଯାଜପୁର ଜିଲ୍ଳ୍‌ାରେ ପହଚିଂବ । ଗାନ୍ଧିଜୀଙ୍କ ପରିଦର୍ଶନ ସ୍ଥାନ ଦେବୀଗଡା ଠାରେ ଜିଲ୍ଳ୍‌ା ପ୍ରଶାସନ ପକ୍ଷରୁ ଭବ୍ୟ ସ୍ୱାଗତ କରାଯିବା ପରେ ଜିଲ୍ଳ୍‌ାର ୧୦ ଗୋଟି ବ୍ଳ୍‌କ ଓ ୨ ଗୋଟି ପୈାରାଂଚଳ ପରିକ୍ରମା କରିବା ସହ ସ୍ୱାଧୀନତା ସଂଗ୍ରାମର ଗାଥା ଚଳଚିତ୍ର ମାଧ୍ୟମରେ ପ୍ରସାର କରିବ । ସ୍ୱାଧୀନତା ସଂଗ୍ରାମ ସହ ଜଡିତ ସ୍ମୃତି ଅଂଚଳରେ ବିଶେଷ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବା ସହ ମଙ୍ଗଳବାର ଠାରୁ ଗୁରୁବାର ୩ ଦିନ ଧରି ଏହି ରଥ ଜିଲ୍ଳ୍‌ା ପରିକ୍ରମା କରିବ । ରହଣି ସ୍ଥାନରେ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ସହ ଭିଡିଓ ପ୍ରଦର୍ଶନ, ସଭା, ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହେବ । ଏ ନେଇ ଆବଶ୍ୟକ ପ୍ରସ୍ତୁତି ତଥା ରଥ ଯାତ୍ରାକୁ ସୁଗମ ଓ ଶୃଙ୍ଖଳିତ କରିବାକୁ ଜିଲ୍ଳ୍‌ାପାଳ ପତ୍ର ମାଧ୍ୟମରେ ନିର୍ଦ୍ଦେଶ ଦେଇଚ୍ଥନ୍ତି । କାର୍ଯ୍ୟକ୍ରମରେ ଜନ ପ୍ରତିନିଧି, ଅଙ୍ଗନୱାଡି, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ସ୍ୱେଚ୍ଚ୍ଥାସେବୀ ଓ ଚ୍ଥାତ୍ରଚ୍ଥାତ୍ରୀଙ୍କୁ ସାମିଲ ହେବାକୁ ନିବେଦନ କରାଯାଇଚ୍ଥି । କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଜନସାଧାରଣ ସାମିଲ ହୋଇ ସ୍ୱାଧୀନତାର ୭୫ ବର୍ଷ ପୂର୍ତିର ଆନନ୍ଦ ନେବା ସହ ଅହିଂସା ଓ ଦେଶପ୍ରେମରେ ଊଦ୍‌ବୁଦ୍ଧ ହେବାପାଇଁ ଜିଲ୍ଳ୍‌ା ପ୍ରଶାସନ ତରପଂରୁ ନିବେଦନ କରାଯାଇଚ୍ଥି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close