
ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
ଭୁବନେଶ୍ୱର: ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ ଭିଜିଲାନ୍ସ ଜାଲରେ RWSS ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ନିହାର ଦାସ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ ଏକକାଳୀନ ୬ଟି ଜାଗାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ ଚଢାଉରେ ୫ DSP, ୧୨ ଇନ୍ସ୍ପେକ୍ଟର, ଜଣେ SI ଏବଂ ୧୧ ASI ସାମିଲ

Live Share Market