ଆସନ୍ତା ୧୭ ତାରିଖ ସୋମବାରରୁ ଖୋଲିବ ସ୍କୁଲ,ସମୟରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର;୧୫/୦୪(ଜ୍ୟୋତି ରଞ୍ଜନଙ୍କ ଠାରୁ):
ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଆସନ୍ତା ୧୭ ତାରିଖ ସୋମବାର ରୁ ରାଜ୍ୟର ସମସ୍ତ ସରକରୀ ଓ ବେସରକରୀ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ରହିଛି।ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସକାଳ ସାଢ଼େ ୬ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ହେବ ବୋଲି ଏନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଗ୍ରୀଷ୍ମପ୍ରବାହର ସ୍ଥିତିକୁ ଦେଖି ଜିଲ୍ଲାର ଜିଲ୍ଲାପାଳମାନେ ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିପାରିବେ ବୋଲି ନିର୍ଦ୍ଦେଶ ରହିଛି।
ବିଦ୍ୟାଳୟଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ବିଦ୍ୟାଳୟ କର୍ତୃପକ୍ଷ ଯତ୍ନବାନ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close