ସମ୍ବଲପୁର ବିଶ୍ବବିଦ୍ୟାଳୟର ରାଜନୀତି ବିଜ୍ଞାନ ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ

ସମ୍ବଲପୁର(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟର ମହିଳା ପ୍ରଫେସରଙ୍କୁ ନିର୍ଯାତନା ଅଭିଯୋଗ ଘଟଣାର କାର୍ଯ୍ୟାନୁଷ୍ଠାନ । ନିଲମ୍ବିତ ହେଲେ ରାଜନୀତି ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁର । ବିଶ୍ବବିଦ୍ୟାଳୟ କୁଳସଚିବ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ନିଲମ୍ବନ କରିଛନ୍ତି । ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁର ମହିଳା ପ୍ରଫେସରଙ୍କୁ ମାନସିକ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା । ଏନେଇ ଭିସିଙ୍କୁ ଲିଖିତ ଅଭିଯୋଗ କରିଥିଲେ ମହିଳା ପ୍ରଫେସର । ଘଟଣାକୁ ଗୁରୁତର ସହ ନେଇଛନ୍ତି କୁଳପତି । ଘଟଣାର ତଦନ୍ତ ପାଇଁ ୫ ଜଣିଆ ଟିମ୍ ଗଠନ ହୋଇଛି । ପୂର୍ବରୁ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ୨ମାସ ତଳେ ରଜତ କୁଜୁର ନିଲମ୍ବିତ ହୋଇଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close