ବ୍ୟାସନଗର ସ୍ୱୟଂଶାସିତ ମହାବିଦ୍ୟାଳୟରେ ପଣ୍ଡିତ୍ ଗୋପବନ୍ଧୁ ଦାଶଙ୍କ ଜୟନ୍ତୀ ପାଳିତ

ବ୍ୟାସନଗରର, ୦୯/୧୦(ଉ. ନ୍ୟୁଜ୍ ବ୍ୟୁରୋ): ସ୍ଥାନୀୟ ‘ବ୍ୟାସନଗର ସ୍ୱୟଂଶାସିତ ମହାବିଦ୍ୟାଳୟ’ରେ ପଣ୍ଡିତ୍ ଗୋପବନ୍ଧୁ ଦାଶଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମେ କଲେଜ ପରିସରରେ ଥିବା ମହାପୁରୁଷ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇ ଧୂପଦୀପ ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ, ଛାତ୍ରଛାତ୍ରୀଙ୍କ ସମେତ ପୂର୍ବତନ ଅଧ୍ୟକ୍ଷ ଡ଼ଃ. କୁଶଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗଦେଇ ଗୋପବନ୍ଧୁଙ୍କ ଆଦର୍ଶ ଉପରେ ଆଲୋଚନା କରିଥିଲେ । 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close