ଯାଜପୁର ନେଉଳପୁର ଛକଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , ବାଇକ ଓ ଆମ୍ବୁଲାନ୍ସ ଧକ୍କାରେ ୩ମୃତ

ଯାଜପୁର, ୨୫/୯ : ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନେଉଳପୁର ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି । ବାଇକ ଚାଳକ ନିଜ ପରିବାର ସହ କଟକ ବିଡ଼ାନାସି ରୁ ଭଦ୍ରକ ଯାଉଥିବା ସମୟରେ କଟକ ଅଭିମୁଖେ ଯାଉଥିବା ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ତାଙ୍କୁ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ସ୍ୱାମୀ,ସ୍ତ୍ରୀ, ୬ବର୍ଷର ଶିଶୁ କନ୍ୟା ୩ଜଣଙ୍କର ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ଧର୍ମଶାଳା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close