କେନ୍ଦ୍ରାପଡ଼ାର ଶ୍ୟାମସୁନ୍ଦରପୁର ଠାରେ ବହୁ ପ୍ରତୀକ୍ଷିତ କଲ୍ୟାଣ ମଣ୍ଡପ ଉଦ୍‌ଘାଟିତ

କେନ୍ଦ୍ରାପଡ଼ା, ୨୦/୧୧ (ରାଜକିଶୋର ନାୟକଙ୍କ ଠାରୁ): କେନ୍ଦ୍ରାପଡ଼ା ଜିଲ୍ଲାର ଶ୍ୟାମସୁନ୍ଦରପୁର ଗ୍ରାମ ପଂଚାୟତ ଠାରେ ଆଜି ବହୁ ପ୍ରତୀକ୍ଷିତ କଲ୍ୟାଣ ମଣ୍ଡପଟି ସ୍ଥାନୀୟ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ କରକମଳରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଏକ ସଭାର ଆୟୋଜନ କରାଯାଇଥିଲା । କଲ୍ୟାଣ ମଣ୍ଡପର ନିର୍ମାଣ ପାଇଁ ଦୀର୍ଘ ଦିନ ହେଲା ଦାବୀ ହୋଇ ଆସୁଥିଲା । ଏହା ଆଜି ଲୋକାର୍ପଣ ହେବା ପରେ ପଂଚାୟତରେ ଖୁସିର ଲହରୀ ଦେଖାଦେଇଛି ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close