ମାହାଙ୍ଗା ବିଜେପି ନେତା କୁଳମଣି ବରାଳଙ୍କ ହତ୍ୟା ପ୍ରତିବାଦରେ ରାଜନଗର ବିଜେପି ପକ୍ଷରୁ ଥାନା ଘେରାଉ

କେନ୍ଦ୍ରାପଡ଼ା,୦୪/୦୧(ରାଜକିଶୋର ନାୟକଙ୍କ ଠାରୁ): କେନ୍ଦ୍ରପଡ଼ା ଜିଲ୍ଲାର ରାଜନଗର ବିଜେପି ପକ୍ଷରୁ ଆଜି ସ୍ଥାନୀୟ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କଟକ ଜିଲ୍ଲା ମାହାଙ୍ଗା ଅଂଚଳର ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା କରାଯାଇଥିବା ପ୍ରତିବାଦରେ ବିଜେପି କର୍ମୀମାନେ ଥାନା ଘେରାଉ କରିବା ସହ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବହିଷ୍କାର ଦାବୀ କରିଥିଲେ । ତୁରନ୍ତ ଦୋଷୀଙ୍କୁ ଦଣ୍ଡ ଦେବା ପାଇଁ ସେମାନେ ବିଭିନ୍ନ ନାରା ଦେଇଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close