ୟାସ ପ୍ରଭାବିତ ଅଞ୍ଚଳର ପୁନରୁଦ୍ଧାର ବା ଥଇଥାନ କାର୍ଯ୍ୟକୁ ନେଇ ସମୀକ୍ଷା ବୈଠକ

ବାଲେଶ୍ୱର;୧୯/ ୦୬ (ବ୍ରଜ ଗୋପାଳ ସେନଙ୍କ  ଠାରୁ): ବାତ୍ୟା ‘ୟସ୍’ ଦ୍ୱାରା ପ୍ରଭାବିତ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ବ୍ଲକ ତଥା ସହରାଞ୍ଚଳରେ ପୁନରୁଦ୍ଧାର ବା ଥଇଥାନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ ଏବଂ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ  ପ୍ରତାପ ଜେନାଙ୍କ ଦ୍ୱାରା  ନୋସି ବିଜିନେସ ପାର୍କ ଠାରେ ଆହୂତ ଏକ ସମୀକ୍ଷା ବୈଠକରେ ପର୍ଯ୍ୟଟନ, ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ,  ଜିଲ୍ଲାର ବିଧାୟକ ବୃନ୍ଦ, ଜିଲ୍ଲାପାଳ ଏବଂ ବିଭିନ୍ନ ବିଭାଗୀୟ ପଦାଧିକାରୀମାନଙ୍କ ସହ ଯୋଗଦାନ କରି ପରିସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିଥିଲେ ।  

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close