ଯାଜପୁରରେ ନୂତନ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଯୋଗଦାନ

ଯାଜପୁର, ୯ା୭: ଯାଜପୁର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅଶୋକ କୁମାର ବେହୁରିଆ ଯୋଗଦାନ କରିଚ୍ଥନ୍ତି । ଆଜି ଶୁକ୍ରବାର ପୂର୍ବାହ୍ନରେ ଶ୍ରୀ ବେହୁରିଆ କାର୍ଯ୍ୟାଳୟରେ ପହଂଚିବା ସହ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଗୋପିନାଥ କୁଅଁରଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ । ସୂଚନାଯୋଗ୍ୟ, ପୂର୍ବରୁ ପ୍ରକଳ୍ପ ନିର୍ଦ୍ଦେଶକ ଥିବା ବିଶାଲ ସିଂଙ୍କର ମାଲକାନାଗିରି ଜିଲ୍ଲାପାଳ ଭାବେ ବଦଳି ହୋଇଥିବା ବେଳେ ଶ୍ରୀ ବେହୁରିଆ ଖୋର୍ଦ୍ଧାର ଉପଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ । ନୂତନ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ସ୍ୱାଗତ କରିଥିଲେ । 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close