ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗ

ବ୍ରଜରାଜନଗର: ବ୍ରଜରାଜନଗର ବିଧାୟକ,ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗ ।  ସ୍ବର୍ଗତ ମହାନ୍ତି ଜଣେ ଲୋକପ୍ରିୟ ନେତା ଭାବେ ଝାରସୁଗୁଡାରୁ ୩ ଥର ଓ ବ୍ରଜରାଜନଗରରୁ ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ତାଙ୍କର ଅବଦାନ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଥିଲା l ଏହି ଦୁଃଖଦ ସମୟରେ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ବର୍ଗତ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା l

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close