ଆନନ୍ଦପୁର ବ୍ଲକ ସରେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କର ପ୍ରତିମୂର୍ତ୍ତି ଉନ୍ମୋଚିତ

କେନ୍ଦୁଝର/ଆନନ୍ଦପୁର; ୨୩/୦୧ (ଶୁଭେନ୍ଦୁ ନାୟକଙ୍କ ଠାରୁ) : ୧୨୫ ତମ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ଅବସରରେ ସରେଇଁ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କର ପ୍ରତିମୂର୍ତ୍ତି ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବାସନ୍ତୀ ଲତା ବଳଙ୍କ କର କମଳରେ ଉନ୍ମୋଚନ କରାଯାଇଥିଲା । ଏଥିରେ ବିଦ୍ୟାଳୟ ର ଅନେକ ଛାତ୍ର ଛାତ୍ରୀ ,ଶିକ୍ଷକ ଶିକ୍ଷୟିତ୍ରୀ ଓ ସ୍କୁଲ କମିଟି ର ସଭ୍ୟା ମାନେ କୋଭିଡ ନିୟମ ମାନି ସହଯୋଗ କରିଥିଲେ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close