ଆଚରଣବିଧି ଉଲ୍ଲଘଂନ ଅଭିଯୋଗରେ ୨ ଶିକ୍ଷକ ନିଲମ୍ବିତ

ଯାଜପୁର; ୦୭/୦୨ (ନି ପ୍ର ) :ସାଧାରଣ ପଂଚାୟତ ନିର୍ବାଚନ ୨୦୨୨ର ଆଦର୍ଶ ଆଚରଣ ବିଧି ଉଲ୍ଲଘଂନ ଅଭିଯୋଗରେ ଦୁଇଜଣ ଶିକ୍ଷକଙ୍କୁ ଜିଲ୍ଲାପାଳ ଚକ୍ରୱର୍ତି ସିଂହ ରାଠୋର ନିଲମ୍ବିତ କରିଛନ୍ତି।ବରୀ ବ୍ଲକ ଗମୁ ନୋଡ଼ାଲ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ କୁମର ଚନ୍ଦ୍ର ଶୁକ୍ଳା ଓ ସେରପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ନକୁଳ ଚନ୍ଦ୍ର ରାଉତଙ୍କୁ ଶ୍ରୀ ଚକ୍ରୱର୍ତି ନିଲମ୍ବିତ କରିବା ସହ ନିଲମ୍ବନ ସମୟରେ ତାଙ୍କର ହେଡ଼କ୍ୱାଟର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ହେବ ବୋଲି ଆଦେଶ କରିଛନ୍ତି ।

 

 

 

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close