ମଇ ୯ ତାରିଖରେ ରାଷ୍ଟ୍ରୀୟ ଲୋକ ଅଦାଲତ

କଟକ୨୩.୦୪,(ସଙ୍ଗୀତା ମହାପାତ୍ରଙ୍କ ଠାରୁ): କଟକ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଓ ସମସ୍ତ ତାଲୁକ୍ ଆଇନ ସେବା କମିଟି ପରିସରରେ ଆସନ୍ତା ୯.୦୫.୨୦୨୬ରିଖ ଶନିବାର ପୂର୍ବାହ୍ନ ୧୦ଘଟିକା ସମୟରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ସମସ୍ତ ପ୍ରକାର ପ୍ରାକ୍ ତଥା ବିଚାରଧୀନ ମକଦ୍ଦମା ଯଥା ସମାଧାନଯୋଗ୍ୟ ଟ୍ରାଫିକ୍ ଚାଲାଣ, ଦୋଷ ସ୍ୱୀକାର ବୁଝାମଣା, ମୋଟରଯାନ ଜନିତ ଦୁର୍ଘଟଣା, ଶ୍ରମ ବିବାଦ, ଜମି ଅଧିଗ୍ରହଣ, କ୍ଷତିପୂରଣ, ପାରିବାରିକ, ଚେକ୍ ବାଉନ୍ସ, ଦେୱାନୀ ଓ ଫୌଜଦାରୀ ଆଦି ମାମଲାର ଆପୋଷ ସହମତିରେ ସମାଧାନ କରାଯାଇପାରିବ । ଲୋକ ଅଦାଲତରେ ମକଦ୍ଦମା ବିବଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡେ ନାହିଁ ଏବଂ ଲୋକ ଅଦାଲତର ରାୟ ବୈଧ, ଚୂଡାନ୍ତ ଏବଂ ଅମଳଯୋଗ୍ୟ ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close