ଝାରସୁଗୁଡ଼ାର ନୂତନ ଆରକ୍ଷୀ ଅଧୀକ୍ଷକ ଭାବେ ସୁଶ୍ରୀ ସୋନାଲି ସିଂହ ପରମାରଙ୍କ ଯୋଗଦାନ

ଝାରସୁଗୁଡ଼ା, ୧୩/୧୧: ସୁଶ୍ରୀ ସୋନାଲି ସିଂହ ପରମାର, ଆଇ.ପି.ଏସ୍. (୨୦୨୨ ବ୍ୟାଚ୍), ଖୋର୍ଦ୍ଧାର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପଦରୁ ପଦୋନ୍ନତି ପାଇ ଝାରସୁଗୁଡ଼ା ଜିଲ୍ଲାର ନୂତନ ଆରକ୍ଷୀ ଅଧୀକ୍ଷକ ଭାବେ ଆଜି ଅପରାହ୍ନ ୪ ଘଟିକା ସମୟରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏହି ଅବସରରେ ସେ ପୂର୍ବତନ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଗୁଣ୍ଡାଲା ରାଘବେନ୍ଦ୍ର ରେଡ୍ଡୀଙ୍କଠାରୁ ଆନୁଷ୍ଠାନିକ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଏହି ଉପଲକ୍ଷେ ଝାରସୁଗୁଡ଼ା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାର ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ ନବନିଯୁକ୍ତ ଆରକ୍ଷୀ ଅଧୀକ୍ଷକ ସୁଶ୍ରୀ ପରମାରଙ୍କୁ ପୁଷ୍ପଗୁଚ୍ଛ ଓ ପୁଷ୍ପଚାରା ପ୍ରଦାନ କରି ସ୍ୱାଗତ ଜଣାଇଥିଲେ। ଏଥିସହିତ ପୂର୍ବତନ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଘବେନ୍ଦ୍ର ରେଡ୍ଡୀଙ୍କୁ ମଧ୍ୟ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନେ ଶୁଭେଚ୍ଛା ଜଣାଇ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ।

Live Share Market

जवाब जरूर दे 

आप अपने सहर के वर्तमान बिधायक के कार्यों से कितना संतुष्ट है ?

View Results

Loading ... Loading ...

Related Articles

Back to top button
.
Website Design By Bootalpha.com +91 84482 65129
.
Close